ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

Leave a Reply

Your email address will not be published. Required fields are marked *