ଭଦ୍ରକ:ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲା ପ୍ରଶାସନ କାଲି ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ସହିତ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ଘୋଷଣା କରିଛି। ଜିଲ୍ଲାପାଳଙ୍କ ପକ୍ଷରୁ ଜାରି ନିର୍ଦ୍ଦେଶ ଅନୁଯାୟୀ, ବର୍ଷା ଓ ବନ୍ୟା ପରିସ୍ଥିତି ଯୋଗୁଁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦେଇ ଏହି ପଦକ୍ଷେପ ନିଆଯାଇଛି। ଫଳରେ ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଏବଂ ଅଙ୍ଗନବାଡି କେନ୍ଦ୍ର କାଲି ବନ୍ଦ ରହିବ।
ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଭଦ୍ରକରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡି ବନ୍ଦ
