କେନ୍ଦ୍ରାପଡା : ଭିଜିଲାନ୍ସ ଜାଲରେ ଫସିଲେ ମହିଳା ଏଆରଆଇ। ଲାଞ୍ଚ ନେଇ ଶୁକ୍ରବାର ଭିଜିଲାନ୍ସ ଜାଲରେ ଫସିଛନ୍ତି ଡେରାବିଶ କାଉପଡା ଏଆରଆଇ ସାଇଦର୍ଶିନୀ ଲେଙ୍କା। ମ୍ୟୁଟେସନ୍ ପାଇଁ ସେ ୫୫୦୦ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଛି। ଘଟଣାର ତଦନ୍ତ ଜାରି ରହିଛି।
ଭିଜିଲାନ୍ସ ଜାଲରେ ମହିଳା ଏଆରଆଇ
