ରଥାରୁଢ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ପହଣ୍ଡି ହେଲା ଶେଷ। ରଥାରୁଢ ହେଲେ ଚତୁର୍ଦ୍ଧାମୂର୍ତ୍ତିା ଝୁଲି ଝୁଲି ଧାଡି ପହଣ୍ଡିରେ ଆସି ରଥାରୁଢ ହୋଇଛନ୍ତି କଳା ଠାକୁର। ଲୋକାରଣ୍ୟ ବଡଦାଣ୍ଡ। ଭକ୍ତ ଓ ଭଗବାନ ଏକାଠି। ରଥରେ ଶ୍ରୀଜୀଉମାନଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ରଥରେ ଠାକୁରଙ୍କୁ ଦେଖିବା ପାଇଁ ଅନେଇ ରହିଛନ୍ତି ଅଗଣିତ ଭକ୍ତ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ନୀତିକାନ୍ତିର କାର୍ଯ୍ୟକ୍ରମ ଚୂଡାନ୍ତ ହୋଇଛି। ଅପରାହ୍ଣ ୨ଟାରୁ ୩ଟା ମଧ୍ୟରେ ଗଜପତି ମହାରାଜାଙ୍କ ଛେରାପହଁରା ନୀତି ପରେ ଅପରାହ୍ଣ ୪ଟାରେ ରଥଟଣା ଆରମ୍ଭ ହେବ।

Leave a Reply

Your email address will not be published. Required fields are marked *