ରାଜ୍ଯ

ଆସନ୍ତା ୭ରୁ ପୂର୍ବତଟ ରେଳପଥ ପକ୍ଷରୁ ପୁରୀ-ସୋଲାପୁର ସ୍ବତନ୍ତ୍ର ଟ୍ରେନ୍

ଭୁବନେଶ୍ବର : ଆସନ୍ତା ୭ରୁ ପୂର୍ବତଟ ରେଳପଥ ପକ୍ଷରୁ ପୁରୀ-ସୋଲାପୁର ଜଙ୍କସନ୍ ମଧ୍ୟରେ ଏକ ସ୍ବତନ୍ତ୍ର ଏକ୍ସପ୍ରେସ୍ ଟ୍ରେନ୍‌ର ଚଳାଚଳ ଆରମ୍ଭ ହେବ। ଟ୍ରେନ୍ ନଂ ୦୮୪୪୫…

ରାଜ୍ଯ

ରାଜ୍ୟରେ ମାଗଣାରେ ହେବ କ୍ୟାନସର ଚିକିତ୍ସା

ଭୁବନେଶ୍ୱର: ରାଜ୍ୟରେ କର୍କଟ ରୋଗୀମାନଙ୍କୁ ଅଧିକ ବ୍ୟାପକ, ସମୟୋପଯୋଗୀ ଓ ଉନ୍ନତମାନର ଚିକିତ୍ସା ସୁବିଧା ଯୋଗାଇ ଦେବା ଦିଗରେ ଓଡ଼ିଶା ସରକାର ଏକ ଐତିହାସିକ ପଦକ୍ଷେପ ଗ୍ରହଣ…

ଓଡିଆ ଖବର

ଡିସେମ୍ବରରେ ବାଂଲାଦେଶ ଫେରିବେ ଶେଖ୍ ହସିନା

ନୂଆଦିଲ୍ଲୀ : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଦୀର୍ଘ ଦୁଇ ବର୍ଷ ପରେ ସ୍ୱଦେଶ ଫେରିବା ନେଇ ବଡ଼ ଘୋଷଣା କରିଛନ୍ତି। ବୁଧବାର ଦିନ ନିଜର…

ରାଜ୍ଯ

ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଟ୍ରପ୍ ଲାଇନ ପ୍ରଭାବ :ସପ୍ତାହ ଯାଏ ଉତ୍ତର‌ରେ ବର୍ଷିବ

ଭୁବନେଶ୍ୱର : ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଟ୍ରପ୍ ଲାଇନ ପ୍ରଭାବରେ ରାଜ୍ୟର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେଉଛି। ସପ୍ତାହେ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର କିଛି…

ରାଜ୍ଯ

ପୁଣି ଶ୍ରୀମନ୍ଦିର ସୁରକ୍ଷା ଉପରେ ପ୍ରଶ୍ନବାଚୀ ; ଭିତରବେଢ଼ା, ନୀଳଚକ୍ର ବାନା ବଦଳା ଭିଡିଓ ପ୍ରଘଟ

ପୁରୀ : ପୁଣିଥରେ ଶ୍ରୀମନ୍ଦିର ଭିତରର ଭିଡିଓ ପ୍ରଘଟ ହୋଇଛି। କୃର୍ତ୍ତିକା-କ୍ରେପ ୨୦୧୭ ଇନଷ୍ଟାଗ୍ରାମ୍‌ ଆଇଡିରୁ ଶ୍ରୀମନ୍ଦିର ଭିତର ବେଢ଼ା ଭିଡିଓ ପ୍ରଘଟ ହୋଇଥିବା ଦେଖିବାକୁ ମିଳିଛି।…

ଅପରାଧ

ଯୌନ ନିର୍ଯାତନା ମାମଲାରେ ତେହେଲକା ପ୍ରତିଷ୍ଠାତା ତରୁଣ ତେଜପାଲ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ : ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ ୨୦୧୩ ଯୌନ ନିର୍ଯାତନା ମାମଲାରେ ତେହେଲକା ପ୍ରତିଷ୍ଠାତା ତରୁଣ ତେଜପାଲଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ବିଚାରପତି ଡକ୍ଟର ନୀଲା…

ମନୋରଞ୍ଜନ

ସିନେମା ଜଗତରୁ ଏକ ବହୁତ ଦୁଃଖଦ ଖବର : ପରଲୋକରେ ଅଭିନେତା ପ୍ରଦୀପ ରାୱତ

ମୁମ୍ବାଇ : ସିନେମା ଜଗତରୁ ଏକ ବହୁତ ଦୁଃଖଦ ଖବର ଆସି ପହଞ୍ଚିଛି। ବଲିଉଡ୍ ଏବଂ ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରିରେ ନିଜର ଦମଦାର୍ ଖଳନାୟକ ଅଭିନୟ ପାଇଁ…

ରାଜ୍ଯ

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଫାଇଲ୍ ଗାଏବ ମାମଲା ; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ

ଭୁବନେଶ୍ବର : ରାଜ୍ୟର ସବୁଠାରୁ ସୁରକ୍ଷିତ ତଥା କଡ଼ା ନଜରରେ ଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (ସିଏମ୍‌ଓ)ରୁ କିପରି ଏବଂ କେଉଁ ପରିସ୍ଥିତିରେ ଅତି ସମ୍ବେଦନଶୀଳ ଫାଇଲ୍ ଗାଏବ…

ଜାତୀୟ

କର୍ଣ୍ଣାଟକ କଂଗ୍ରେସ କଳି ଥମିବାର ନା ଧରୁନି : ମନ୍ତ୍ରୀ ପଦ ନ ମିଳିବାରୁ ୨ ବିଧାୟକଙ୍କ ଇସ୍ତଫା

ବେଙ୍ଗାଲୁରୁ : କର୍ଣ୍ଣାଟକ କଂଗ୍ରେସ କଳି ଥମିବାର ନା ଧରୁନି। ଡିକେ ଶିବକୁମାର ନୂଆ ମୁଖ୍ୟମନ୍ତ୍ରୀ ହେବା ପରେ ବି ସମସ୍ୟା ସମାଧାନ ହେଉନାହିଁ। କ୍ୟାବିନେଟରେ ସ୍ଥାନ…

ଓଡିଆ ଖବର

ପ୍ରଧାନମନ୍ତ୍ରୀଙ୍କ ଭିଡିଓ ହଟାଇବା ଘଟଣା ; ଅଡୁଆରେ ଜୁକରବର୍ଗ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଫେସବୁକ୍ ଭିଡିଓ ହଟାଇବା ପ୍ରସଙ୍ଗ ଏବେ ଏକ ଗମ୍ଭୀର ମୋଡ଼ ନେଇଛି। ଯୋଗାଯୋଗ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ଉପରେ ସଂସଦୀୟ…