ଅଯୋଧ୍ୟାସ୍ଥିତ ରାମ ମନ୍ଦିରର ପରିଚାଳନା ଟ୍ରଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ହେଲେ ଏୟାର ମାର୍ଶାଲ ଜିତେନ୍ଦ୍ର ମିଶ୍ର
ଅଯୋଧ୍ୟା: ଅଯୋଧ୍ୟାସ୍ଥିତ ରାମ ମନ୍ଦିରର ପରିଚାଳନା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ହୋଇଛି। ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ଭାବେ ଅବସରପ୍ରାପ୍ତ…
