ନୂଆଦିଲ୍ଲୀ:ଓଡ଼ିଶା ପୁଲିସ ମହାନିର୍ଦେଶକ (ଡିଜିପି) ନିଯୁକ୍ତିକୁ ନେଇ ଦେଖାଦେଇଥିବା ବିବାଦୀୟ ମାମଲାର ୧୮ ଅଗଷ୍ଟରେ ପରବର୍ତ୍ତୀ ଶୁଣାଣି ହେବ। ଏନେଇ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ । ଆସନ୍ତା ୧୮ ଅଗଷ୍ଟ ପର୍ଯ୍ୟନ୍ତ ଡିଜିପି ଚୟନ ନେଇ ୟୁନିଅନ୍ ପବ୍ଲିକ୍ ସର୍ଭିସ କମିଶନ (UPSC) କୌଣସି ନିଷ୍ପତ୍ତି ନେଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ୧୮ ଅଗଷ୍ଟରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ଓଡ଼ିଶା ଡିଜିପି ନିଯୁକ୍ତି ନେଇ ସୁପ୍ରିମକୋର୍ଟଙ୍କ ରୋକ;ଆସନ୍ତା ୧୮ରେ ପରବର୍ତ୍ତୀ ଶୁଣାଣି
