୨୦୨୭ ମସିହାରେ ହେବାକୁ ଥିବା ପଞ୍ଚାୟତ ଓ ପୌର ନିର୍ବାଚନ : ଅକ୍ଟୋବର ୨୬ରୁ ଘରକୁ ଘର ସର୍ଭେ

ଭୁବନେଶ୍ୱର : ୨୦୨୭ ମସିହାରେ ହେବାକୁ ଥିବା ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ରାଜ୍ୟ ସରକାର ଓ ରାଜ୍ୟ ନିର୍ବାଚନ କମିସନ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ନୂତନ ଭୋଟର୍‌ ତାଲିକା ପ୍ରସ୍ତୁତି ନିମନ୍ତେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସମସ୍ତ ମହାନଗର ନିଗମର ଆୟୁକ୍ତ ତଥା ପୌରପାଳିକା ଏବଂ ଏନଏସିର କାର୍ଯ୍ୟନିର୍ବାହୀ ଅଧିକାରୀମାନଙ୍କୁ ବିଧିବଦ୍ଧ ଚିଠି ଜାରି କରାଯାଇ ନିର୍ଦେଶ ଦିଆଯାଇଛି।

ନିର୍ଦେଶ ଅନୁସାରେ, ନିର୍ବାଚନ ପରିଚାଳନା ଓ ଭୋଟର୍‌ ତାଲିକା ସଂଶୋଧନ ପାଇଁ ଆସନ୍ତା ସେପ୍ଟେମ୍ବର ୨୩ ତାରିଖରେ ମାଷ୍ଟର୍ ଟ୍ରେନର୍‌ମାନଙ୍କ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ପ୍ରଶିକ୍ଷଣ ଭୁବନେଶ୍ୱରସ୍ଥିତ

Leave a Reply

Your email address will not be published. Required fields are marked *